ଯିଶାଇୟ 10:18 - ପବିତ୍ର ବାଇବଲ18 ତା'ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ଵଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେପରି ହେବ। Viz kapitolaଓଡିଆ ବାଇବେଲ18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ। Viz kapitola |