ଯିଶାଇୟ 10:2 - ପବିତ୍ର ବାଇବଲ2 ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟଦ୍ରବ୍ୟ ସ୍ଵରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ଵରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟ-ବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Viz kapitolaଓଡିଆ ବାଇବେଲ2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। Viz kapitola |