ଯିଶାଇୟ 10:20 - ପବିତ୍ର ବାଇବଲ20 ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitolaଓଡିଆ ବାଇବେଲ20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Viz kapitola |