ଯିଶାଇୟ 10:22 - ପବିତ୍ର ବାଇବଲ22 ଯଦିଓ ଇସ୍ରାଏଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସେମାନେ ସଦାପ୍ରଭୁଙ୍କ ପାଖକୁ ଫେରି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ୱଂସ ପାଇବ। ପରମେଶ୍ୱର ତୁମ୍ଭର ଦେଶ ଧ୍ୱଂସ ହେବ ବୋଲି ଘୋଷଣା କରିଛନ୍ତି। ତା'ପରେ ଧାର୍ମିକତା ନଦୀର ବନ୍ୟାଜଳ ସଦୃଶ ଦେଶମଧ୍ୟକୁ ବହି ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ଵରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି। Viz kapitolaଓଡିଆ ବାଇବେଲ22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି। Viz kapitola |