ଯିଶାଇୟ 10:24 - ପବିତ୍ର ବାଇବଲ24 ମୋର ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, “ହେ ମୋର ସିୟୋନ ନିବାସୀଗଣ, ତୁମ୍ଭେମାନେ ଅଶୂରକୁ ଭୟ କର ନାହିଁ, ଯଦ୍ୟପି ଅତୀତରେ ମିଶର ତୁମ୍ଭମାନଙ୍କୁ ଯଷ୍ଟିରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ତାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ। Viz kapitolaଓଡିଆ ବାଇବେଲ24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ। Viz kapitola |