ଯିଶାଇୟ 10:34 - ପବିତ୍ର ବାଇବଲ34 ସଦାପ୍ରଭୁ ତାଙ୍କର କୁଠାର ସାହାଯ୍ୟରେ ଅରଣ୍ୟକୁ କାଟି ପକାଇବେ। ଲିବାନୋନ୍ର ମହାନ ବୃକ୍ଷର ପତନ ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେ ଲୌହ ଦ୍ଵାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ଵାରା ଲିବାନୋନ ନିପାତିତ ହେବ। Viz kapitolaଓଡିଆ ବାଇବେଲ34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ। Viz kapitola |