Online Bible

- Reklamy -




ଯିଶାଇୟ 10:6 - ପବିତ୍ର ବାଇବଲ

6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।

Viz kapitola kopírovat

ଓଡିଆ ବାଇବେଲ

6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।

Viz kapitola kopírovat




ଯିଶାଇୟ 10:6

Následuj nás:

Reklamy


Reklamy