ଯିଶାଇୟ 10:7 - ପବିତ୍ର ବାଇବଲ7 “ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Viz kapitolaଓଡିଆ ବାଇବେଲ7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Viz kapitola |