ଯିଶାଇୟ 11:13 - ପବିତ୍ର ବାଇବଲ13 ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ। Viz kapitolaଓଡିଆ ବାଇବେଲ13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ। Viz kapitola |