ଯିଶାଇୟ 11:4 - ପବିତ୍ର ବାଇବଲ4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ। Viz kapitolaଓଡିଆ ବାଇବେଲ4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। Viz kapitola |