ଯିଶାଇୟ 13:1 - ପବିତ୍ର ବାଇବଲ1 ପରମେଶ୍ୱର ଆମୋସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀୟ ବାର୍ତ୍ତା ଦେଖାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ। Viz kapitolaଓଡିଆ ବାଇବେଲ1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ। Viz kapitola |