Online Bible

- Reklamy -




ଯିଶାଇୟ 13:12 - ପବିତ୍ର ବାଇବଲ

12 ଦୁର୍ଲୋଭ ସୁବର୍ଣ୍ଣ ପରି ଅଳ୍ପ, କେତେକ ଉତ୍ତମ ଲୋକ ରହିବେ ଓ ସେମାନେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ୱଳ ଭାବରେ ଦୀପ୍ତି ବିକାଶ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଦୁର୍ଲଭ କରିବା।

Viz kapitola kopírovat

ଓଡିଆ ବାଇବେଲ

12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।

Viz kapitola kopírovat




ଯିଶାଇୟ 13:12

Následuj nás:

Reklamy


Reklamy