ଯିଶାଇୟ 13:18 - ପବିତ୍ର ବାଇବଲ18 ସେହି ସୈନ୍ୟମାନେ ବାବିଲ ଆକ୍ରମଣ କରି ତା'ର ଯୁବକମାନଙ୍କୁ ହତ୍ୟା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସେମାନେ ଦୟା ଦେଖାଇବେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନଷ୍ଟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ। Viz kapitolaଓଡିଆ ବାଇବେଲ18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ। Viz kapitola |