ଯିଶାଇୟ 13:3 - ପବିତ୍ର ବାଇବଲ3 ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ। Viz kapitolaଓଡିଆ ବାଇବେଲ3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Viz kapitola |