ଯିଶାଇୟ 13:4 - ପବିତ୍ର ବାଇବଲ4 “ପର୍ବତମାନଙ୍କରେ ହେଉଥିବା କୋଳାହଳ ପ୍ରତି ଧ୍ୟାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ୟର ଲୋକେ ଏକତ୍ରିତ ହୋଇଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ୟବାହିନୀକୁ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛିଣ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି। Viz kapitolaଓଡିଆ ବାଇବେଲ4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି। Viz kapitola |