ଯିଶାଇୟ 14:12 - ପବିତ୍ର ବାଇବଲ12 ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛେଦନ କରାଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Viz kapitolaଓଡିଆ ବାଇବେଲ12 ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! Viz kapitola |