Online Bible

- Reklamy -




ଯିଶାଇୟ 14:16 - ପବିତ୍ର ବାଇବଲ

16 ଲୋକମାନେ ତୁମ୍ଭକୁ ଗ୍ଭହିଁବେ ଓ ତୁମ୍ଭ ବିଷୟରେ ଚିନ୍ତା କରିବେ। ସେମାନେ ଦେଖିବେ ତୁମ୍ଭେମାନେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, “ଏହା କ’ଣ? ସେମାନେ ସେହି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ୟର ଦୁଃଖର କାରଣ ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକି କମ୍ପାନ୍ଵିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;

Viz kapitola kopírovat

ଓଡିଆ ବାଇବେଲ

16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;

Viz kapitola kopírovat




ଯିଶାଇୟ 14:16

Následuj nás:

Reklamy


Reklamy