ଯିଶାଇୟ 14:20 - ପବିତ୍ର ବାଇବଲ20 ଅନେକ ରାଜା ମୃତ୍ୟୁବରଣ କରିଛନ୍ତି ଓ ନିଜ ନିଜ କବରରେ ସମାଧିସ୍ଥ ହୋଇଛନ୍ତି। ତୁମ୍ଭେ ସେମାନଙ୍କ ପରି କବରସ୍ଥ ହେବ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ୱଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ୟା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ୱଂସ ପଥ ଅନୁସରଣ କରିବେ ନାହିଁ। ସେମାନେ ସେହି କୁକାର୍ଯ୍ୟରୁ ନିବୃତ୍ତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟା-କାରୀମାନଙ୍କ ବଂଶର ନାମ ଅନ; କାଳ ଉଲ୍ଲିଖିତ ହେବ ନାହିଁ। Viz kapitolaଓଡିଆ ବାଇବେଲ20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ। Viz kapitola |