ଯିଶାଇୟ 14:29 - ପବିତ୍ର ବାଇବଲ29 ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ତ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ। Viz kapitolaଓଡିଆ ବାଇବେଲ29 ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 “ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ। Viz kapitola |