ଯିଶାଇୟ 14:30 - ପବିତ୍ର ବାଇବଲ30 ମାତ୍ର ମୋର ଦରିଦ୍ର ଲୋକମାନେ ଶାନ୍ତିରେ ଭୋଜନ କରିବେ। ସେମାନଙ୍କର ପିଲାମାନେ ମଧ୍ୟ ନିରାପଦରେ ରହିବେ। ମାତ୍ର ମୁଁ ତୁମ୍ଭର ପରିବାରକୁ ଭୋକରେ ଛଟପଟ କରାଇ ମାରିବି ଏବଂ ଅବଶିଷ୍ଟାଂଶକୁ ମଧ୍ୟ ସଂହାର କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Viz kapitolaଓଡିଆ ବାଇବେଲ30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Viz kapitola |