ଯିଶାଇୟ 14:31 - ପବିତ୍ର ବାଇବଲ31 ନଗରର ଦ୍ୱାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହେବ। ମହମ ସଦୃଶ ତୁମ୍ଭର ସାହସ ତରଳି ଯିବ। ଉତ୍ତର ଦିଗକୁ ଗ୍ଭହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ୟ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ସମସ୍ତ ସୈନ୍ୟ ଶକ୍ତିଶାଳୀ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ହେ ନଗର-ଦ୍ଵାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ। Viz kapitolaଓଡିଆ ବାଇବେଲ31 ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।” Viz kapitola |