ଯିଶାଇୟ 17:12 - ପବିତ୍ର ବାଇବଲ12 ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି ! Viz kapitolaଓଡିଆ ବାଇବେଲ12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି! Viz kapitola |