ଯିଶାଇୟ 17:6 - ପବିତ୍ର ବାଇବଲ6 “ସେହି ସମୟ ଲୋକମାନେ ଜୀତବୃକ୍ଷର ଫଳ ସଂଗ୍ରହ କଲାପରି ହେବ। ସେମାନେ ଜୀତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିଯିବ। ଫଳବାନ୍ ଗଛରେ ମଧ୍ୟ ଗ୍ଭରି ପାଞ୍ଚଟା ଫଳ ତୋଳିଲା ବେଳେ ରହିଯିବ। ସେହିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ।” ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି। Viz kapitolaଓଡିଆ ବାଇବେଲ6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ,” ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି। Viz kapitola |