ଯିଶାଇୟ 18:4 - ପବିତ୍ର ବାଇବଲ4 ସଦାପ୍ରଭୁ କହିଲେ, “ମୁଁ ମୋର ବାସ ସ୍ଥାନରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା। Viz kapitolaଓଡିଆ ବାଇବେଲ4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।” Viz kapitola |