ଯିଶାଇୟ 19:10 - ପବିତ୍ର ବାଇବଲ10 ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ତ ଖଣ୍ତ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକସମସ୍ତେ ପ୍ରାଣରେ ଦୁଃଖିତ ହେବେ। Viz kapitolaଓଡିଆ ବାଇବେଲ10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ। Viz kapitola |