ଯିଶାଇୟ 19:17 - ପବିତ୍ର ବାଇବଲ17 ମିଶର ପ୍ରତି ଯିହୁଦା ତ୍ରାସଜନକ ହେବ। ମିଶରର ଯେକୌଣସି ବ୍ୟକ୍ତି ଯିହୁଦାର ନାମ ଶୁଣିବ ଭୟରେ ଥରିବ। ଏସବୁ ଘଟିବାର କାରଣ ହେଉଛି ସର୍ବଶକ୍ତିମାନ ସଦାପ୍ରଭୁ ମିଶରରେ ଭୟଙ୍କର ଜିନିଷ ଘଟିବ ବୋଲି ମନ୍ତ୍ରଣା କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ। Viz kapitolaଓଡିଆ ବାଇବେଲ17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ। Viz kapitola |