ଯିଶାଇୟ 19:18 - ପବିତ୍ର ବାଇବଲ18 ସେ ସମୟରେ, ମିଶରର ପାଞ୍ଚୋଟି ନଗରରେ ଲୋକ କିଣାନୀୟ ଭାଷା କହିବେ, ସେମାନେ ସଦାପ୍ରଭୁ ସର୍ବଶକ୍ତିମାନଙ୍କୁ ଅନୁସରଣ କରିବେ ବୋଲି ଶପଥ ନେବେ। ସେହି ପାଞ୍ଚ ନଗରମାନଙ୍କ ମଧ୍ୟରୁ ଏକ ନଗର, “ଉତ୍ପାଟନ ନଗର” ନାମରେ ଖ୍ୟାତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ। Viz kapitolaଓଡିଆ ବାଇବେଲ18 ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ। Viz kapitola |