ଯିଶାଇୟ 19:25 - ପବିତ୍ର ବାଇବଲ25 ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।” Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ। Viz kapitolaଓଡିଆ ବାଇବେଲ25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ। Viz kapitola |