Online Bible

- Reklamy -




ଯିଶାଇୟ 19:8 - ପବିତ୍ର ବାଇବଲ

8 “ଯେଉଁ କୈବର୍ତ୍ତମାନେ ବନଶୀ ସାହାଯ୍ୟରେ ନୀଳନଦୀରୁ ମାଛ ଧରୁଥିଲେ, ସେମାନେ ଦୁଃଖିତ ହେବେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣିରେ ଜାଲ ପକାଉଥିଲେ ହତାଶ ହେବେ। ସେମାନଙ୍କର ଜୀବିକା ପାଇଁ ନୀଳନଦୀ ଉପରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କୈବର୍ତ୍ତମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନ୍ଶୀ ପକାନ୍ତି, ସେସମସ୍ତେ ଶୋକ କରିବେ, ପୁଣି ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।

Viz kapitola kopírovat

ଓଡିଆ ବାଇବେଲ

8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।

Viz kapitola kopírovat




ଯିଶାଇୟ 19:8

Následuj nás:

Reklamy


Reklamy