ଯିଶାଇୟ 2:12 - ପବିତ୍ର ବାଇବଲ12 ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; Viz kapitolaଓଡିଆ ବାଇବେଲ12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ; Viz kapitola |