ଯିଶାଇୟ 20:6 - ପବିତ୍ର ବାଇବଲ6 ସେହି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, “ଆମ୍ଭେମାନେ ଏହି ଦେଶଗୁଡ଼ିକ ଉପରେ ସାହାଯ୍ୟ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟରୁ ରକ୍ଷା ପାଇବା ପାଇଁ ସେମାନଙ୍କ ନିକଟକୁ ଆମ୍ଭେମାନେ ବିଶ୍ୱାସ ଭୂମି ଭାବି ଧାଇଁ ଯାଇଥିଲୁ। ମାତ୍ର ସେହି ଦେଶଗୁଡ଼ିକ ଅଧିକୃତ ହେଲା, ତେବେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭେମାନେ କିପରି ବଞ୍ଚିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା? Viz kapitolaଓଡିଆ ବାଇବେଲ6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’” Viz kapitola |