ଯିଶାଇୟ 21:10 - ପବିତ୍ର ବାଇବଲ10 ଯିଶାଇୟ କହିଲେ, “ହେ ମୋର ଲୋକମାନେ, ମୁଁ ଇସ୍ରାଏଲ ପରମେଶ୍ୱର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭେମାନେ ଶସ୍ୟ ଖଳାରେ ଶସ୍ୟପରି ଦଳିଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitolaଓଡିଆ ବାଇବେଲ10 ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। Viz kapitola |