ଯିଶାଇୟ 21:17 - ପବିତ୍ର ବାଇବଲ17 ସେହି ସମୟରେ କେଦରର ବୀରଗଣ ମଧ୍ୟରୁ ଅଳ୍ପ କେତେକ ଧନୁର୍ଦ୍ଧର ରକ୍ଷା ପାଇବେ।” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, କେଦରବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧର ଅବଶିଷ୍ଟ ରହିବେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହା କହିଅଛନ୍ତି। Viz kapitolaଓଡିଆ ବାଇବେଲ17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।” Viz kapitola |