ଯିଶାଇୟ 21:3 - ପବିତ୍ର ବାଇବଲ3 ସେହି ଭୟଙ୍କର ଦୃଶ୍ୟ ଦେଖି ମୋର ପେଟ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି। ସେହି ଯନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ମୋତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହୋଇ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟରେ ଥରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରା; କରିଅଛିନ୍ତ ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ଵଳ ଯେ, ମୁଁ ଦେଖି ପାରୁ ନାହିଁ। Viz kapitolaଓଡିଆ ବାଇବେଲ3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ। Viz kapitola |