ଯିଶାଇୟ 21:4 - ପବିତ୍ର ବାଇବଲ4 ମୋର ହୃଦୟ ଧକାଉଛି, ମହା ଭୟରେ ମୁଁ ଥରହର ହୋଇଅଛି। ମୋର ଆନନ୍ଦ ରୂପକ ସାୟଂକାଳ ମହାରାତ୍ରିର ଭୟର କାରଣ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସାୟଂକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି। Viz kapitolaଓଡିଆ ବାଇବେଲ4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି। Viz kapitola |