ଯିଶାଇୟ 21:7 - ପବିତ୍ର ବାଇବଲ7 ସେ ଯେତେବେଳେ ଦୁଇଦଳ ଅଶ୍ୱାରୋହୀ ସୈନ୍ୟ ଦେଖିବ ଏକ ଦଳ ଗର୍ଦ୍ଦଭାରୋହୀ ସୈନ୍ୟ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ୟ ଦେଖିବ ସେତେବେଳେ ସେ ପ୍ରହରୀ ମନୋଯୋଗ ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ। Viz kapitolaଓଡିଆ ବାଇବେଲ7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” Viz kapitola |