ଯିଶାଇୟ 22:16 - ପବିତ୍ର ବାଇବଲ16 “ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି ! Viz kapitolaଓଡିଆ ବାଇବେଲ16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି! Viz kapitola |