ଯିଶାଇୟ 22:3 - ପବିତ୍ର ବାଇବଲ3 ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାୟନ କଲେ। ମାତ୍ର ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସେମାନେ ଦୂରକୁ ପଳାୟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ। Viz kapitolaଓଡିଆ ବାଇବେଲ3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ। Viz kapitola |