ଯିଶାଇୟ 22:4 - ପବିତ୍ର ବାଇବଲ4 ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ। Viz kapitolaଓଡିଆ ବାଇବେଲ4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।” Viz kapitola |