ଯିଶାଇୟ 3:17 - ପବିତ୍ର ବାଇବଲ17 ମୋର ପ୍ରଭୁ ସେହି ସିୟୋନ କନ୍ୟାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସେହି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତସ୍ଥାନ ଅନାବୃତ କରିବେ। Viz kapitolaଓଡିଆ ବାଇବେଲ17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।” Viz kapitola |