ଯିଶାଇୟ 3:5 - ପବିତ୍ର ବାଇବଲ5 ଜଣେ ଅନ୍ୟ ଜଣଙ୍କ ଦ୍ୱାରା ଓ ପ୍ରତ୍ୟେକ ବ୍ୟକ୍ତି ଅନ୍ୟ ପ୍ରତିବାସୀ ଦ୍ୱାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ୟକ୍ତି, ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଯତ୍ନ ନେବେ ନାହିଁ। ସାଧାରଣ ବ୍ୟକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Viz kapitolaଓଡିଆ ବାଇବେଲ5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ। Viz kapitola |