ଯିଶାଇୟ 3:9 - ପବିତ୍ର ବାଇବଲ9 ସେମାନଙ୍କର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହେବାର ପରିଚୟ ମିଳେ। ଆଉମଧ୍ୟ ସେମାନେ ସେମାନଙ୍କର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସେମାନେ ସେମାନଙ୍କର ପାପକୁ ଗୋପନ ରଖନ୍ତି। ଏହା ସେମାନଙ୍କ ପାଇଁ କୁଫଳ ହେବ କାରଣ ସେମାନେ ନିଜେ ନିଜର ଅନିଷ୍ଟ କରିବାକୁ ଯାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Viz kapitolaଓଡିଆ ବାଇବେଲ9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି। Viz kapitola |