ଯିଶାଇୟ 48:11 - ପବିତ୍ର ବାଇବଲ11 ଆମ୍ଭେ କେବଳ ନିଜ ପାଇଁ, ନିଜ ସକାଶେ ଏହା କରିବା। କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା? ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦେବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ। Viz kapitolaଓଡିଆ ବାଇବେଲ11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ। Viz kapitola |