ଯିଶାଇୟ 49:17 - ପବିତ୍ର ବାଇବଲ17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛିନ୍ନ କରିଛନ୍ତି ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ। Viz kapitolaଓଡିଆ ବାଇବେଲ17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ। Viz kapitola |