ଯିଶାଇୟ 49:18 - ପବିତ୍ର ବାଇବଲ18 ତୁମ୍ଭର ଚକ୍ଷୁ ମେଲାଇ ଚତୁର୍ଦ୍ଦିଗକୁ ଦେଖ। ସେମାନେ ସମସ୍ତେ ଏକତ୍ରିତ ହୋଇ ତୁମ୍ଭ ଆଡ଼କୁ ଆସୁଛନ୍ତି।” ସଦାପ୍ରଭୁ କୁହନ୍ତି, “ମୋର ଜୀବନରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ୟା ପରି ପରିଧାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ। Viz kapitolaଓଡିଆ ବାଇବେଲ18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।” Viz kapitola |