ଯିଶାଇୟ 49:19 - ପବିତ୍ର ବାଇବଲ19 “ତୁମ୍ଭେ ନଷ୍ଟ ଓ ଶୂନ୍ୟ ଅଟ। ସେହିମାନଙ୍କ ପାଇଁ, ସେହି ଭୂମି ଲୋକାରଣ୍ୟ, ଯେଉଁମାନେ ସେଠାରେ ବାସ କରିବେ। ସେହିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂରେଇ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ। Viz kapitolaଓଡିଆ ବାଇବେଲ19 କାରଣ ନିଶ୍ଚୟ ଏବେ ତୁମ୍ଭେ, ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟ ସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ। Viz kapitola |