ଯିଶାଇୟ 49:23 - ପବିତ୍ର ବାଇବଲ23 ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ରାଜଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକି ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ନୋହିବେ , ଏହା ତୁମ୍ଭେ ଜାଣିବ। Viz kapitolaଓଡିଆ ବାଇବେଲ23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।” Viz kapitola |