ଯିଶାଇୟ 5:14 - ପବିତ୍ର ବାଇବଲ14 ତା'ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା’ ଦ୍ୱାରା ଜାଲରେ ଧରା ପଡ଼ିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହିହେତୁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ ଓ ସେମାନଙ୍କର ଲୋକାରଣ୍ୟ ଓ ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି। Viz kapitolaଓଡିଆ ବାଇବେଲ14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି। Viz kapitola |