ଯିଶାଇୟ 5:25 - ପବିତ୍ର ବାଇବଲ25 ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି । Viz kapitolaଓଡିଆ ବାଇବେଲ25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitola |