ଯିଶାଇୟ 5:4 - ପବିତ୍ର ବାଇବଲ4 ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି, ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା? Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି? Viz kapitolaଓଡିଆ ବାଇବେଲ4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି? Viz kapitola |